• About Us
  • Feedback
  • RSS Feed
  • Privacy Policy
  • Disclaimer
  • Sitemap
Odisha News, Odisha Breaking News, Odisha Latest News
  • Home
  • Odisha
  • Nation
  • World
  • Sports
  • Business
  • Entertainment
  • Videos
  • Science & Tech
  • Photo Gallery
  • ଓଡ଼ିଆରେ ପଢନ୍ତୁ
No Result
View All Result
  • Home
  • Odisha
  • Nation
  • World
  • Sports
  • Business
  • Entertainment
  • Videos
  • Science & Tech
  • Photo Gallery
  • ଓଡ଼ିଆରେ ପଢନ୍ତୁ
No Result
View All Result
Odisha News, Odisha Breaking News, Odisha Latest News
Home Odia

ମୁଖ୍ୟ ଅଭିଯୁକ୍ତ ବିବନ୍ କୁ ଚିହ୍ନିଲେ ପୀଡିତା !

OMMCOM NEWSbyOMMCOM NEWS
March 3, 2021
in Odia

ଭୁବନେଶ୍ୱର : ବହୁଚର୍ଚ୍ଚିତ କଟକ-ବାରଙ୍ଗ ଗଣଦୁଷ୍କର୍ମ ମାମଲା | ମୁଖ୍ୟ ଅଭିଯୁକ୍ତ ବିବନ୍ ବିଶ୍ୱାଳକୁ ଭେଟିଲେ ପୀଡିତା |

ବହୁଚର୍ଚ୍ଚିତ ବାରଙ୍ଗ ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ୍ ବିଶ୍ୱାଳକୁ ଝାରପଡା ଜେଲରେ ହୋଇଥିବା ଟିଆଇ ପରେଡରେ ଭେଟିଲେ ପୀଡିତାଜଣଙ୍କ | ଅନ୍ୟପଟେ ଟିଆଇ ପରେଡରେ ଯାହା ହୋଇଛି ତାହା କୋର୍ଟରେ ଜଣାପଡିବ ବୋଲି ପୀଡିତା ଜଣକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି |

ଆଜି ମାଜିଷ୍ଟ୍ରେଟଙ୍କ ଓ ସିବିଆଇ ଅଧିକାରୀଙ୍କ ଉପସ୍ଥିତିରେ ମୁଖ୍ୟ ଅଭିଯୁକ୍ତର ଜେଲରେ ଟିଆଇ ପରେଡ କରାଯାଇଥିଲା | ଟିଆଇ ପରେଡ ପାଇଁ ସିବିଆଇ ମଙ୍ଗଳବାର ଆବେଦନ କରିବା ପରେ ସିବିଆଇ ସ୍ପେଶାଲ ଜଜ୍ ଆଜି ଟିଆଇ ପରେଡ କରିବା ପାଇଁ ଅନୁମତି ଦେଇଥିଲେ | ପରେ ପରେ ବିବନ ବିଶ୍ୱାଳଙ୍କୁ ଦୁଇଦିନ ପାଇଁ ରିମାଣ୍ଡରେ ନେବାକୁ ସିବିଆଇକୁ ଅନୁମତି ମିଳିଛି | ମାର୍ଚ୍ଚ ୪ ଓ ୫ ତାରିଖରେ ଦୁଇ ଦିନ ଧରି ବିବନକୁ ରିମାଣ୍ଡରେ ନେବାକୁ କୋର୍ଟ ଅନୁମତି ଦେଇଛନ୍ତି |

ଫେବୃୟାରୀ ୨୨ ତାରିଖରେ ବହୁଚର୍ଚ୍ଚିତ ଗଣଦୁଷ୍କର୍ମ ମାମଲାର ମୁଖ୍ୟ ବିବନ ବିଶ୍ୱାଳଙ୍କୁ ଗିରଫ କରିଥିଲା କମିଶନରେଟ୍ ପୁଲିସ |ମୁମ୍ବାଇରେ ନିଜ ନାମ ଗୋପନ ରଖି ଅନ୍ୟ ଏକ ନାଁରେ ପାଇପ୍ ମିସ୍ତ୍ରୀ ଭାବେ କାମ କରୁଥିଲା | ସିବିଆଇ ଘଟଣାର ତଦନ୍ତ କରୁଥିବା ବେଳେ ମୁମ୍ବାଇ ଅଞ୍ଚଳରୁ ଗିରଫ କରିଥିଲା କମିଶନରେଟ୍ ପୁଲିସ |

Tags: 1999 Odisha gang-rape caseBhubaneswar-Cuttack Commissionerate PoliceBiban BiswalCBITI parade
Previous Post

Sharma, Bumrah Lose One Spot Each In ICC T20I Rankings

Next Post

Ebola Infects 28 People, Kills 11 In Guinea, DRC

Related Posts

Odia

OCSE Aspirants Need To Mention Language Option In Online Application Form

January 11, 2023
Odia

ବିନା ଇଣ୍ଟରନେଟ୍ ରେ UPI ପେମେଣ୍ଟ ? ଜାଣନ୍ତୁ କେମିତି ….

December 17, 2022
Odia

ଜୟପୁରରେ ଶ୍ରଦ୍ଧା ହତ୍ୟାକାଣ୍ଡ, ଖୁଡିକୁ ହତ୍ୟାକରି ୧୦ ଖଣ୍ଡ କରିଦେଲା ପୁତୁରା

December 17, 2022
Odia

ଏ ହେଉଛି ଦୁନିଆର ସର୍ବାଧିକ ଆୟ କରିଥିବା ଫିଲ୍ମ, ତାଲିକାର ପ୍ରଥମରେ ରହିଛି ‘ଅବତାର’

December 17, 2022
Odia

ମାର୍କେଟକୁ ଆସୁଛି ଏମିତି ସ୍ମାର୍ଟଫୋନ୍, ଥରେ ଚାର୍ଜ କଲେ ମୋବାଇଲ ଚାଲିବ ୪୫ ଦିନ !

December 17, 2022
Odia

ଏ ହେଉଛନ୍ତି ଦୁନିଆର ସବୁଠୁ ବିପଜ୍ଜନକ କୁକୁର, ଅନେକ ଦେଶରେ କରାଯାଇଛି ବ୍ୟାନ

December 17, 2022
OMC

Related Posts

Odia

OCSE Aspirants Need To Mention Language Option In Online Application Form

January 11, 2023
Odia

ବିନା ଇଣ୍ଟରନେଟ୍ ରେ UPI ପେମେଣ୍ଟ ? ଜାଣନ୍ତୁ କେମିତି ….

December 17, 2022
Odia

ଜୟପୁରରେ ଶ୍ରଦ୍ଧା ହତ୍ୟାକାଣ୍ଡ, ଖୁଡିକୁ ହତ୍ୟାକରି ୧୦ ଖଣ୍ଡ କରିଦେଲା ପୁତୁରା

December 17, 2022
Odia

ଏ ହେଉଛି ଦୁନିଆର ସର୍ବାଧିକ ଆୟ କରିଥିବା ଫିଲ୍ମ, ତାଲିକାର ପ୍ରଥମରେ ରହିଛି ‘ଅବତାର’

December 17, 2022
Odia

ମାର୍କେଟକୁ ଆସୁଛି ଏମିତି ସ୍ମାର୍ଟଫୋନ୍, ଥରେ ଚାର୍ଜ କଲେ ମୋବାଇଲ ଚାଲିବ ୪୫ ଦିନ !

December 17, 2022
Odia

ଏ ହେଉଛନ୍ତି ଦୁନିଆର ସବୁଠୁ ବିପଜ୍ଜନକ କୁକୁର, ଅନେକ ଦେଶରେ କରାଯାଇଛି ବ୍ୟାନ

December 17, 2022
Next Post

Ebola Infects 28 People, Kills 11 In Guinea, DRC

National Book Trust Editor Booked For Molestation

ଡେବ୍ୟୁ କରିବେ ବଲିଉଡ ଷ୍ଟାର ସୁନୀଲ ସେଟ୍ଟୀଙ୍କ ପୁଅ ଆହନ ସେଟ୍ଟୀ

  • About Us
  • Feedback
  • RSS Feed
  • Privacy Policy
  • Disclaimer
  • Sitemap

© 2022 - Ommcom News. All Rights Reserved.

No Result
View All Result
  • Home
  • Odisha
  • Nation
  • World
  • Sports
  • Business
  • Entertainment
  • Videos
  • Science & Tech
  • Photo Gallery
  • ଓଡ଼ିଆରେ ପଢନ୍ତୁ

© 2022 - Ommcom News. All Rights Reserved.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist