• About Us
  • Feedback
  • RSS Feed
  • Privacy Policy
  • Disclaimer
  • Sitemap
Odisha News, Odisha Breaking News, Odisha Latest News
  • Home
  • Odisha
  • Nation
  • World
  • Sports
  • Business
  • Entertainment
  • Videos
  • Science & Tech
  • Photo Gallery
  • ଓଡ଼ିଆରେ ପଢନ୍ତୁ
No Result
View All Result
  • Home
  • Odisha
  • Nation
  • World
  • Sports
  • Business
  • Entertainment
  • Videos
  • Science & Tech
  • Photo Gallery
  • ଓଡ଼ିଆରେ ପଢନ୍ତୁ
No Result
View All Result
Odisha News, Odisha Breaking News, Odisha Latest News
Home Odia

ସେପ୍ଟେମ୍ବର ପାଇଁ ଗାଇଡ ଲାଇନ ଜାରି କଲେ ରାଜ୍ୟ ସରକାର , ଜାଣନ୍ତୁ … କେଉଁଠି କଟକଣା ? କେଉଁଠି କୋହଳ ?

Snigdha Chandan DasbySnigdha Chandan Das
September 1, 2020
in Odia
New Lockdown Guidelines For September

ଭୁବନେଶ୍ୱର: ପ୍ରଥମେ କେନ୍ଦ୍ର ସରକାର ଅନଲକ-୪ ଗାଇଡ ଲାଇନ ଜାରି କରିବା ପରେ ରାଜ୍ୟ ସରକାର ସେପ୍ଟେମ୍ବର ପାଇଁ ଗାଇଡ ଲାଇନ ଜାରି କରିଛନ୍ତି । ତେବେ ଏଥିରେ କଣ ସବୁ କୋହଳ କରିଛନ୍ତି ରାଜ୍ୟ ସରକାର ଆସନ୍ତୁ ଜାଣିବା :

  • କଣ୍ଟେନମେଣ୍ଟ ଜୋନରେ ସେପ୍ଟେମ୍ବର ୩୦ ଯାଏଁ ଲକ ଡାଉନ ଜାରି ରହିବ ।
  • ସ୍ଥାନୀୟ ଅଧିକାରୀ କଣ୍ଟେନମେଣ୍ଟ ଜୋନ ନିର୍ଦ୍ଧାରଣ କରିପାରିବେ ।
  • କଣ୍ଟେନମେଣ୍ଟ ଜୋନ ବାହାରେ ଜିଲ୍ଲା, ସବଡିଭିଜନରେ ଲାଗୁ ହେବନି ଲକ ଡାଉନ ।
  • ସେପ୍ଟେମ୍ବର ୩୦ ଯାଏଁ ଧାର୍ମିକ ସ୍ଥଳ ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ ।
  • ସିନେମା ହଲ, ସୁଇମିଂ ପୁଲ, ଥିଏଟର, ଅଡିଟୋରିୟମ ବନ୍ଦ ରହିବ ।
  • ଅନ୍ତର୍ଜାତୀୟ ବିମାନ ଚଳାଚଳ ପୂର୍ବପରି ବନ୍ଦ ରହିବ ।
  • ସେପ୍ଟେମ୍ବର ୨୧ରୁ ଓପନ ଏୟାର ଥିଏଟର ଖୋଲିବାକୁ ଅନୁମତି ମିଳିବ ।
  • ସାମାଜିକ, ରାଜନୈତିକ, କ୍ରୀଡା, ମନୋରଂଜନ କାର୍ଯ୍ୟକ୍ରମ ବନ୍ଦ ରହିବ ।
  • ଧାର୍ମିକ କାର୍ଯ୍ୟକ୍ରମ ଏବଂ ଅନ୍ୟ ବଡ ସମାବେଶ ବନ୍ଦ ରହିବ ।
  • ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ, କଲେଜ, ଶିକ୍ଷାନୁଷ୍ଠାନ ବନ୍ଦ ରହିବ ।
  • ଶିକ୍ଷାନୁଷ୍ଠାନ ବନ୍ଦ ରହିଲେ ବି ପରୀକ୍ଷା, ଖାତା ଦେଖା ଚାଲୁ ରହିବ ।
  • ଅନଲାଇନ ପାଠପଢା ଚାଲୁ ରହିବ, ଡିସଡାନ୍ସ ଶିକ୍ଷାକୁ ପ୍ରୋତ୍ସାହନ ଦିଆଯିବ ।
  • ସ୍କୁଲକୁ ୫୦ ପ୍ରତିଶତ ଶିକ୍ଷକ, କର୍ମଚାରୀ ଆସିବାକୁ ଅନୁମତି ମିଳିବ ।
  • ପିଏଚଡି ଗବେଷକ, ରିସର୍ଚ୍ଚ ସ୍କଲାରଙ୍କ ପାଇଁ ଉଚ୍ଚ ଶିକ୍ଷା ପ୍ରତିଷ୍ଠାନ ଖୋଲା ରହିବ ।
  • ଆଉ ରାଜ୍ୟରେ ଲାଗୁ ହେବନି ରାତ୍ରିକାଳୀନ କର୍ଫ୍ୟୁ ।
  • କେନ୍ଦ୍ର ସରକାରଙ୍କ ଗାଇଡଲାଇନ ଅନୁଯାୟୀ ରହିବନି ନାଇଟ କର୍ଫ୍ୟୁ ।
  • ସପ୍ତାହାନ୍ତ ସଟ ଡାଉନ ଆଉ ଲାଗୁ ହେବନି ।
  • ବିବାହ ଉତ୍ସବରେ ୫୦ ଓ ଅନ୍ତିମ ସଂସ୍କାରରେ ୨୦ ଜଣ ସାମିଲକୁ ଅନୁମତି ମିଳିଛି ।
  • ରାଜ୍ୟ ଭିତରେ ଓ ଅନ୍ୟ ରାଜ୍ୟକୁ ଯାତାୟାତରେ ପ୍ରତିବନ୍ଧକ ନାହିଁ ।
  • ଆସନ୍ତାକାଲିଠାରୁ ପାସେଞ୍ଜର ବସ ଚାଲିବ ।
  • ୬୫ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି, ଗର୍ଭବତୀ ମହିଳା ଘରେ ରହିବାକୁ ପରାମର୍ଶ ଦିଆଯାଇଛି ।
Tags: BhubaneswarLockdown GuidelinesNew Lockdown GuidelinesNew Lockdown Guidelines For SeptemberOdishaSeptember
Previous Post

Konark Sun Temple Reopens For Tourists After Five Months

Next Post

ଦୀର୍ଘଦିନ ପରେ ଖୋଲିଲା ବିଶ୍ବ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର , ହେଲେ ପର୍ଯ୍ୟଟକଙ୍କୁ ମାନିବାକୁ ପଡିବ ଏସବୁ କଟକଣା

Related Posts

Odia

OCSE Aspirants Need To Mention Language Option In Online Application Form

January 11, 2023
Odia

ବିନା ଇଣ୍ଟରନେଟ୍ ରେ UPI ପେମେଣ୍ଟ ? ଜାଣନ୍ତୁ କେମିତି ….

December 17, 2022
Odia

ଜୟପୁରରେ ଶ୍ରଦ୍ଧା ହତ୍ୟାକାଣ୍ଡ, ଖୁଡିକୁ ହତ୍ୟାକରି ୧୦ ଖଣ୍ଡ କରିଦେଲା ପୁତୁରା

December 17, 2022
Odia

ଏ ହେଉଛି ଦୁନିଆର ସର୍ବାଧିକ ଆୟ କରିଥିବା ଫିଲ୍ମ, ତାଲିକାର ପ୍ରଥମରେ ରହିଛି ‘ଅବତାର’

December 17, 2022
Odia

ମାର୍କେଟକୁ ଆସୁଛି ଏମିତି ସ୍ମାର୍ଟଫୋନ୍, ଥରେ ଚାର୍ଜ କଲେ ମୋବାଇଲ ଚାଲିବ ୪୫ ଦିନ !

December 17, 2022
Odia

ଏ ହେଉଛନ୍ତି ଦୁନିଆର ସବୁଠୁ ବିପଜ୍ଜନକ କୁକୁର, ଅନେକ ଦେଶରେ କରାଯାଇଛି ବ୍ୟାନ

December 17, 2022
OMC

Related Posts

Odia

OCSE Aspirants Need To Mention Language Option In Online Application Form

January 11, 2023
Odia

ବିନା ଇଣ୍ଟରନେଟ୍ ରେ UPI ପେମେଣ୍ଟ ? ଜାଣନ୍ତୁ କେମିତି ….

December 17, 2022
Odia

ଜୟପୁରରେ ଶ୍ରଦ୍ଧା ହତ୍ୟାକାଣ୍ଡ, ଖୁଡିକୁ ହତ୍ୟାକରି ୧୦ ଖଣ୍ଡ କରିଦେଲା ପୁତୁରା

December 17, 2022
Odia

ଏ ହେଉଛି ଦୁନିଆର ସର୍ବାଧିକ ଆୟ କରିଥିବା ଫିଲ୍ମ, ତାଲିକାର ପ୍ରଥମରେ ରହିଛି ‘ଅବତାର’

December 17, 2022
Odia

ମାର୍କେଟକୁ ଆସୁଛି ଏମିତି ସ୍ମାର୍ଟଫୋନ୍, ଥରେ ଚାର୍ଜ କଲେ ମୋବାଇଲ ଚାଲିବ ୪୫ ଦିନ !

December 17, 2022
Odia

ଏ ହେଉଛନ୍ତି ଦୁନିଆର ସବୁଠୁ ବିପଜ୍ଜନକ କୁକୁର, ଅନେକ ଦେଶରେ କରାଯାଇଛି ବ୍ୟାନ

December 17, 2022
Next Post
Konark Sun Temple Reopens

ଦୀର୍ଘଦିନ ପରେ ଖୋଲିଲା ବିଶ୍ବ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର , ହେଲେ ପର୍ଯ୍ୟଟକଙ୍କୁ ମାନିବାକୁ ପଡିବ ଏସବୁ କଟକଣା

India, China Engage In 3rd Military Dialogue After Fresh Skirmishes At Pangong Tso

She Didn't Try To Evade Arrest: Delhi HC Grants Bail To Devangana Kalita

  • About Us
  • Feedback
  • RSS Feed
  • Privacy Policy
  • Disclaimer
  • Sitemap

© 2022 - Ommcom News. All Rights Reserved.

No Result
View All Result
  • Home
  • Odisha
  • Nation
  • World
  • Sports
  • Business
  • Entertainment
  • Videos
  • Science & Tech
  • Photo Gallery
  • ଓଡ଼ିଆରେ ପଢନ୍ତୁ

© 2022 - Ommcom News. All Rights Reserved.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist