• About Us
  • Feedback
  • RSS Feed
  • Privacy Policy
  • Disclaimer
  • Sitemap
Odisha News, Odisha Breaking News, Odisha Latest News
  • Home
  • Odisha
  • Nation
  • World
  • Sports
  • Business
  • Entertainment
  • Videos
  • Science & Tech
  • Photo Gallery
  • ଓଡ଼ିଆରେ ପଢନ୍ତୁ
No Result
View All Result
  • Home
  • Odisha
  • Nation
  • World
  • Sports
  • Business
  • Entertainment
  • Videos
  • Science & Tech
  • Photo Gallery
  • ଓଡ଼ିଆରେ ପଢନ୍ତୁ
No Result
View All Result
Odisha News, Odisha Breaking News, Odisha Latest News
Home Odia

ଅଯଥାରେ ଗହଳି କରନ୍ତୁନି, ପର୍ଯ୍ୟାପ୍ତ ପରିମାଣର ସାମଗ୍ରୀ ମହଜୁଦ ଅଛି :ଏସ୍‌ଆର୍‌ସି

OMMCOM NEWSbyOMMCOM NEWS
May 3, 2021
in Odia

ଭୁବନେଶ୍ୱର : ଆସନ୍ତା ୫ ତାରିଖରୁ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଯୋଗୁ ପରିବା ଆଉ ସଉଦା ଦୋକାନରେ ଲୋକଙ୍କର ନାହିଁ ନ ଥିବା ଭିଡ ଦେଖିବାକୁ ମିଳିଛି | ଭିଡକୁ ଦେଖି ଗହଳି ନକରିବାକୁ ଅନୁରୋଧ କରିଛନ୍ତି ଏସ୍‌ଆର୍‌ସି ପ୍ରଦୀପ ଜେନା |

ରାଜ୍ୟରେ ହୁ ହୁ ହେଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଦୃଷ୍ଟିରେ ରଖି ଆସନ୍ତା ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି | ଲକ୍‌ଡାଉନ୍‌ କୁ ଆଉ ମାତ୍ର ୨ ଦିନ ଥିବାରୁ ଲୋକେ ଅଯଥାରେ ଗହଳି କରିବା ଆରମ୍ଭ କରିଦେଇଛନ୍ତି | କାଳେ ଜିନିଷପତ୍ର ନମିଳିବ ସେଭଳି ଆଶଙ୍କା କରି ଆଜି ସକାଳଠାରୁ ରାଜ୍ୟର ବିଭିନ୍ନ ଦୋକାନ ବଜାରରେ ଅସମ୍ଭାଳ ଭିଡ ଦେଖିବାକୁ ମିଳିଥିଲା | ୧୫ ଦିନ ପାଇଁ ତାଲାବନ୍ଦ ଥିବା ସୂଚନା ପାଇଥିଲେ ବି ଲୋକେ ପ୍ରାୟ ମାସକ ପାଇଁ ପରିବା, ସଉଦା ବୋହିକି ନେଉଥିଲେ | କରୋନାକୁ ଡାକି ଆଣିବା ଭଳି ଭିଡର ଚିତ୍ର ସାରା ରାଜ୍ୟରୁ ଆସିବା ପରେ ରାଜ୍ୟବାସୀଙ୍କୁ ଏସଆରସି ଗହଳି ନକରିବାକୁ ଅନୁରୋଧ କରିଛନ୍ତି |

ଏସ୍‌ଆର୍‌ସି ପ୍ରଦୀପ ଜେନା କହିଛନ୍ତି, “ଲକ୍‌ଡାଉନ୍‌ ସମୟରେ ଅଧିକ ସାମଗ୍ରୀ କିଣିବା ପାଇଁ ବ୍ୟସ୍ତ ହୁଅନ୍ତୁନି କାରଣ ସୋମବାରଠାରୁ ଶୁକ୍ରବାର ସକାଳ ୬ଟାରୁ ୧୨ଟା ଯାଏ ଦୋକାନ ଖୋଲା ରହିବ | ପନିପରିବା, କ୍ଷୀର, ଗ୍ରୋସେରୀ, ମାଛ ଓ ଜରୁରୀ ସାମଗ୍ରୀ ଦୋକାନ ଖୋଲା ରହିବ | କେବଳ ଶନିବାର ଓ ରବିବାର ଦୋକାନ ବନ୍ଦ ରହିବ | ରାଜ୍ୟରେ ପର୍ଯ୍ୟପ୍ତ ପରିମାଣର ସାମଗ୍ରୀ ମହଜୁଦ ଅଛି |”

Tags: COVID 19LockdownOdisha SRC
Previous Post

Aahara Kendras To Remain Open During Lockdown, To Allow Takeaways Only

Next Post

PM Modi, EU Chief Discuss Covid Situation In India

Related Posts

Odia

OCSE Aspirants Need To Mention Language Option In Online Application Form

January 11, 2023
Odia

ବିନା ଇଣ୍ଟରନେଟ୍ ରେ UPI ପେମେଣ୍ଟ ? ଜାଣନ୍ତୁ କେମିତି ….

December 17, 2022
Odia

ଜୟପୁରରେ ଶ୍ରଦ୍ଧା ହତ୍ୟାକାଣ୍ଡ, ଖୁଡିକୁ ହତ୍ୟାକରି ୧୦ ଖଣ୍ଡ କରିଦେଲା ପୁତୁରା

December 17, 2022
Odia

ଏ ହେଉଛି ଦୁନିଆର ସର୍ବାଧିକ ଆୟ କରିଥିବା ଫିଲ୍ମ, ତାଲିକାର ପ୍ରଥମରେ ରହିଛି ‘ଅବତାର’

December 17, 2022
Odia

ମାର୍କେଟକୁ ଆସୁଛି ଏମିତି ସ୍ମାର୍ଟଫୋନ୍, ଥରେ ଚାର୍ଜ କଲେ ମୋବାଇଲ ଚାଲିବ ୪୫ ଦିନ !

December 17, 2022
Odia

ଏ ହେଉଛନ୍ତି ଦୁନିଆର ସବୁଠୁ ବିପଜ୍ଜନକ କୁକୁର, ଅନେକ ଦେଶରେ କରାଯାଇଛି ବ୍ୟାନ

December 17, 2022
OMC

Related Posts

Odia

OCSE Aspirants Need To Mention Language Option In Online Application Form

January 11, 2023
Odia

ବିନା ଇଣ୍ଟରନେଟ୍ ରେ UPI ପେମେଣ୍ଟ ? ଜାଣନ୍ତୁ କେମିତି ….

December 17, 2022
Odia

ଜୟପୁରରେ ଶ୍ରଦ୍ଧା ହତ୍ୟାକାଣ୍ଡ, ଖୁଡିକୁ ହତ୍ୟାକରି ୧୦ ଖଣ୍ଡ କରିଦେଲା ପୁତୁରା

December 17, 2022
Odia

ଏ ହେଉଛି ଦୁନିଆର ସର୍ବାଧିକ ଆୟ କରିଥିବା ଫିଲ୍ମ, ତାଲିକାର ପ୍ରଥମରେ ରହିଛି ‘ଅବତାର’

December 17, 2022
Odia

ମାର୍କେଟକୁ ଆସୁଛି ଏମିତି ସ୍ମାର୍ଟଫୋନ୍, ଥରେ ଚାର୍ଜ କଲେ ମୋବାଇଲ ଚାଲିବ ୪୫ ଦିନ !

December 17, 2022
Odia

ଏ ହେଉଛନ୍ତି ଦୁନିଆର ସବୁଠୁ ବିପଜ୍ଜନକ କୁକୁର, ଅନେକ ଦେଶରେ କରାଯାଇଛି ବ୍ୟାନ

December 17, 2022
Next Post

PM Modi, EU Chief Discuss Covid Situation In India

Oversight Board To Decide On Facebook's Trump Ban On May 5

Chandigarh Shops Selling Non-Essential Items To Shut For Week

  • About Us
  • Feedback
  • RSS Feed
  • Privacy Policy
  • Disclaimer
  • Sitemap

© 2022 - Ommcom News. All Rights Reserved.

No Result
View All Result
  • Home
  • Odisha
  • Nation
  • World
  • Sports
  • Business
  • Entertainment
  • Videos
  • Science & Tech
  • Photo Gallery
  • ଓଡ଼ିଆରେ ପଢନ୍ତୁ

© 2022 - Ommcom News. All Rights Reserved.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist