• About Us
  • Feedback
  • RSS Feed
  • Privacy Policy
  • Disclaimer
  • Sitemap
Odisha News, Odisha Breaking News, Odisha Latest News
  • Home
  • Odisha
  • Nation
  • World
  • Sports
  • Business
  • Entertainment
  • Videos
  • Science & Tech
  • Photo Gallery
  • ଓଡ଼ିଆରେ ପଢନ୍ତୁ
No Result
View All Result
  • Home
  • Odisha
  • Nation
  • World
  • Sports
  • Business
  • Entertainment
  • Videos
  • Science & Tech
  • Photo Gallery
  • ଓଡ଼ିଆରେ ପଢନ୍ତୁ
No Result
View All Result
Odisha News, Odisha Breaking News, Odisha Latest News
Home Odia

କୂଅ ଭିତରେ ଶ୍ୱାସରୁଦ୍ଧ ହୋଇ ଦୁଇ ମୃତ ଜଣେ ଗୁରୁତର

OMMCOM NEWSbyOMMCOM NEWS
June 1, 2021
in Odia

ନବରଙ୍ଗପୁର : କୂଅ ସଫାକରିବାକୁ କୂଅ ଭିତରକୁ ପଶିଥିଲେ ହେଲେ ଶ୍ୱାସରୁଦ୍ଧ ହେଇ ଚାଲିଗଲା ୨ଟି ଜୀବନ ଆଉ ଜଣେ ଗୁରୁତର ହେଇ ଡାକ୍ତରଖାନାରେ ଚିକିତ୍ସିତ ହେଇଛନ୍ତି | ଏଭଳି ଦୁଃଖଦ ଖବର ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ ହାଟଭରାଣ୍ଡି ପଂଚାୟତ ଅନ୍ତର୍ଗତ ସୋନାରପାରା ଗ୍ରାମରେ ଘଟିଯାଇଛି |

ସୂଚନା ଅନୁଯାୟୀ, ଆଜି ସକାଳ ୯ ଟା ସମୟରେ ସୋନାରପାରା ଗ୍ରାମର ରାଜୁ କେଉଟଙ୍କ କୂଅଟିକୁ ସଫା କରିବାକୁ ସେହି ଗ୍ରାମର ହେମରଜ ହାଲବା ଓ ଅନୁପ କେଉଟଙ୍କ ସହିତ ତା ଭିତରେ ପଶି ଥିଲେ | କୂଅ ଭିତରେ ପାଣି କମ୍ ଥିବାରୁ ସେଠାରେ ତିନିହେଁ ସଫେଇ କାମ ଆରମ୍ଭ କରିଥିଲେ | କାମ କରିବାର କିଛି ସମୟ ମଧ୍ୟରେ ସେମାନେ ଅଣନିଶ୍ୱାସ ହୋଇ ଛଟପଟ ହୋଇଥିଲେ l କୂଅ ବାହାରେ ଥାଇ ଦେଖୁଥିବା ଲୋକେ ଉଦ୍ଧାର କରିବାକୁ ଯାଇ ବିଫଳ ହେବା ପରେ କୁନ୍ଦେଇ ପୁଲିସ ଓ ରାଇଘର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ | ଘଟଣା ସ୍ଥଳରେ ଦମକଳ ବାହିନୀ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିବା ବେଳକୁ ହେମରାଜ ଓ ଅନୁପ ମୃତ୍ୟୁବରଣ କରି ସାରିଥିଲେ l ଅପରପକ୍ଷରେ ରାଜୁଙ୍କୁ ଉଦ୍ଧାର କରିବା ପରେ ସେ ଗୁରୁତର ଥିବାରୁ ତାଙ୍କୁ ହାଟଭରାଣ୍ଡି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା | ଖବର ପାଇ କୁନ୍ଦେଇ ଥାନା ଅଧିକାରୀ ଫକୀର ମୋହନ ଖରା, ରାଇଘର ତହସିଲଦାର ଜଗୁ ପୁଜାରୀ,ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ | ରାଜୁ କେଉଟଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଏବେ ସ୍ଥିର ଥିବା ଜଣାପଡିଛି |

Tags: NabarangpurSuffocation Death
Previous Post

Odia Woman-Led America-Based Organisation Donates USD 68,500 To CMRF

Next Post

Sidhu Meets Cong Panel, Says ‘People’s Power’ Should Return To People

Related Posts

Odia

OCSE Aspirants Need To Mention Language Option In Online Application Form

January 11, 2023
Odia

ବିନା ଇଣ୍ଟରନେଟ୍ ରେ UPI ପେମେଣ୍ଟ ? ଜାଣନ୍ତୁ କେମିତି ….

December 17, 2022
Odia

ଜୟପୁରରେ ଶ୍ରଦ୍ଧା ହତ୍ୟାକାଣ୍ଡ, ଖୁଡିକୁ ହତ୍ୟାକରି ୧୦ ଖଣ୍ଡ କରିଦେଲା ପୁତୁରା

December 17, 2022
Odia

ଏ ହେଉଛି ଦୁନିଆର ସର୍ବାଧିକ ଆୟ କରିଥିବା ଫିଲ୍ମ, ତାଲିକାର ପ୍ରଥମରେ ରହିଛି ‘ଅବତାର’

December 17, 2022
Odia

ମାର୍କେଟକୁ ଆସୁଛି ଏମିତି ସ୍ମାର୍ଟଫୋନ୍, ଥରେ ଚାର୍ଜ କଲେ ମୋବାଇଲ ଚାଲିବ ୪୫ ଦିନ !

December 17, 2022
Odia

ଏ ହେଉଛନ୍ତି ଦୁନିଆର ସବୁଠୁ ବିପଜ୍ଜନକ କୁକୁର, ଅନେକ ଦେଶରେ କରାଯାଇଛି ବ୍ୟାନ

December 17, 2022
agri
OMC
DMF SCHOLARSHIP-2023

Related Posts

Odia

OCSE Aspirants Need To Mention Language Option In Online Application Form

January 11, 2023
Odia

ବିନା ଇଣ୍ଟରନେଟ୍ ରେ UPI ପେମେଣ୍ଟ ? ଜାଣନ୍ତୁ କେମିତି ….

December 17, 2022
Odia

ଜୟପୁରରେ ଶ୍ରଦ୍ଧା ହତ୍ୟାକାଣ୍ଡ, ଖୁଡିକୁ ହତ୍ୟାକରି ୧୦ ଖଣ୍ଡ କରିଦେଲା ପୁତୁରା

December 17, 2022
Odia

ଏ ହେଉଛି ଦୁନିଆର ସର୍ବାଧିକ ଆୟ କରିଥିବା ଫିଲ୍ମ, ତାଲିକାର ପ୍ରଥମରେ ରହିଛି ‘ଅବତାର’

December 17, 2022
Odia

ମାର୍କେଟକୁ ଆସୁଛି ଏମିତି ସ୍ମାର୍ଟଫୋନ୍, ଥରେ ଚାର୍ଜ କଲେ ମୋବାଇଲ ଚାଲିବ ୪୫ ଦିନ !

December 17, 2022
Odia

ଏ ହେଉଛନ୍ତି ଦୁନିଆର ସବୁଠୁ ବିପଜ୍ଜନକ କୁକୁର, ଅନେକ ଦେଶରେ କରାଯାଇଛି ବ୍ୟାନ

December 17, 2022
Next Post

Sidhu Meets Cong Panel, Says 'People's Power' Should Return To People

ED Files Final Charge Sheet Against Musaddilal Group In Demo Deposit Case

Baghel Slams Centre For Keeping Out Cong-Ruled States From GST GoM

  • About Us
  • Feedback
  • RSS Feed
  • Privacy Policy
  • Disclaimer
  • Sitemap

© 2022 - Ommcom News. All Rights Reserved.

No Result
View All Result
  • Home
  • Odisha
  • Nation
  • World
  • Sports
  • Business
  • Entertainment
  • Videos
  • Science & Tech
  • Photo Gallery
  • ଓଡ଼ିଆରେ ପଢନ୍ତୁ

© 2022 - Ommcom News. All Rights Reserved.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist