Browsing Tag

CBSE

ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ଅଧିକ ଗୁରୁତ୍ୱପୂର୍ଣ୍ଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଚଳିତ ବର୍ଷର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ ଘୋଷଣା କଲେ ମୁଖ୍ୟମନ୍ତ୍ରୀ | ସାରା ଦେଶରେ କୋଭିଡ ମହାମାରୀର ଦ୍ଵିତୀୟ ଲହର ବର୍ତ୍ତମାନ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛି । ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପିଲାମାନଙ୍କ ପାଠପଢା ଓ ଲୋକମାନଙ୍କର ଜୀବନଜୀବିକା ।…