Browsing Tag

Puri Jagannath Temple

ଶୃଙ୍ଖଳିତ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ପୁରୀ: ଚଳିତବର୍ଷ ଶୃଙ୍ଖଳିତ ରଥଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସ୍ବତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି | ରଥଯାତ୍ରା ସହ ସଂପୃକ୍ତ ସମସ୍ତଙ୍କ କରୋନା ପରୀକ୍ଷା ଆସନ୍ତା ୮ ରୁ ୧୦ ତାରିଖ ମଧ୍ୟରେ…

ଅନବସରର ଷଷ୍ଠୀ ତିଥି, ଆଜିଠୁ ତିନିଦିନ ଧରି ମହାପ୍ରଭୁଙ୍କୁ ଓଷୁଅ ଲାଗି

ପୁରୀ : ଆଜିଠୁ ବିଭିନ୍ନ ଔଷଧୀୟ ଉପଚାର ଲାଗି କରାଯିବ ମହାପ୍ରଭୁଙ୍କୁ | ଆଜି ମଧ୍ୟାହ୍ନ ଧୂପ ପରେ ଅଣସର ସୁଦ୍ଧସୁଆର ମାନେ ପ୍ରସ୍ତୁତ କରିଥିବା ଝୁଣା, ତେଲ ଓ ବିଭିନ୍ନ ଚେର ମୂଳିରେ ପ୍ରସ୍ତୁତ ଔଷଧକୁ ଦଇତାପତି ସେବକମାନେ ଶ୍ରୀଜୀଉଙ୍କ ଅଙ୍ଗରେ ଲଗାଇବେ | ଆଜିଠୁ ତିନିଦିନ ଧରି ମହାପ୍ରଭୁଙ୍କୁ…

ସୋସିଆଲ ମିଡିଆରେ ରତ୍ନସିଂହାସନରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋଚିତ୍ର

ପୁରୀ : ଶ୍ରୀମନ୍ଦିର ରତ୍ନସିଂହାସନରେ ଅଧିଷ୍ଠିତ ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ସୋସିଆଲ ମିଡିଆରେ ପୁଣି ଭାଇରାଲ୍‌ ହୋଇଛି, ଯାହା ପ୍ରଶାସନର ଦୃଷ୍ଟି ଗୋଚର ହୋଇଛି | ଶ୍ରୀମନ୍ଦିର ଭିତରକୁ କ୍ୟାମେରା ଓ ମୋବାଇଲ ବ୍ୟାନ ଥିବାବେଳେ କିଭଳି ରତ୍ନସିଂହାସନ ରେ ବିରାଜିତ ଫଟୋ ଭାଇରାଲ ହୋଇଛି, ତାକୁ…