Browsing Tag

Raja

ଓଡ଼ିଶାର ଜାତୀୟ ପର୍ବ ରଜ

ଓଡ଼ିଶାର ଜାତୀୟ ପର୍ବ ରଜ । ବସୁଧା, ପ୍ରକୃତି ମାତାକୁ ପୂଜା କରିବାର ମହାର୍ଘ୍ୟ ପରମ୍ପରା ରଜ । କୃଷିଭିତିକ ସାମାଜିକ ଚଳଣିରେ ଏକ ଗୁରୁତ୍ୱପୂର୍ଣ୍ଣ ମନୋରଞ୍ଜନର ଆସର ରଜ । ଉତ୍କଳୀୟ ସଂସ୍କୃତିର ଆନନ୍ଦ ଉଲ୍ଲାସ, ସର୍ବାଧିକ ଲୋକପ୍ରିୟ ଓ ବୈଶିଷ୍ଟ୍ୟମୟ ଅବସର ରଜ । ରଜପାନ, ପୋଡ଼ପିଠା, ରଜଦୋଳି…